Odia Dictionary
Back
ଅଙ୍ଗଭଙ୍ଗୀ
- Aṅgabhangī (ସଂ.ବି.) - ନୃତ୍ୟ ସମୟରେ ଅଙ୍ଗବିଶେଷର କଳାଯୁକ୍ତ ଚାଳନ Gesticulations or artistic postures assumed during dancing.
- ହାବ; ପ୍ରଣୟ ଉଦ୍ରେକାର୍ଥ ପ୍ରଣୟୀ ପ୍ରଣୟିନୀଙ୍କର କାମଚେଷ୍ଟା ବା ପ୍ରେମସୂଚକ ଅଙ୍ଗଚାଳନା Charming postures and gesticulations assumed by lovers.